Psalms 22:17 — Compare Translations

5 translations compared side by side

Odia - 1840
"ମାରେ ପଞ୍ଜରା ସବୁ ଗଣି ହାଇେ ଯାଉଛି ଓ ସହେି ଲୋକମାନେ ମାେ ଆଡ଼କୁ କ୍ରୁର ଦୃଷ୍ଟିରେ ଚାହୁଁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ଅସ୍ଥିସବୁ ଗଣିପାରେ; ସେମାନେ ମୋତେ ଅନାଇ ଚାହିଁ ରହିଥାʼନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପଞ୍ଜରା ସବୁ ଗଣି ହୋଇ ଯାଉଛି ଓ ସେହି ଲୋକମାନେ ମୋ’ ଆଡ଼କୁ କ୍ରୁର ଦୃଷ୍ଟିରେ ଗ୍ଭହୁଁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ଅସ୍ଥିସବୁ ଗଣିପାରେ; ସେମାନେ ମୋତେ ଅନାଇ ଚାହିଁ ରହିଥାʼନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ଅସ୍ଥିସବୁ ଗଣିପାରେ; ସେମାନେ ମୋତେ ଅନାଇ ଚାହିଁ ରହିଥା’ନ୍ତି।