Psalms 22:18 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ମାରେ ବସ୍ତୁସବୁ ନିଜ ଭିତରେ ବାଣ୍ଟି ନଲେେ। ସମାନେେ ମାରେ ଚୋଗାକୁ ବାଜି ଲଗାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି ଓ ସେମାନେ ମୋʼ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ମୋର ବସ୍ତୁସବୁ ନିଜ ଭିତରେ ବାଣ୍ଟି ନେଲେ। ସେମାନେ ମୋର ଗ୍ଭେଗାକୁ ବାଜି ଲଗାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି ଓ ସେମାନେ ମୋʼ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି ଓ ସେମାନେ ମୋ’ ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି।