Psalms 22:19 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାେତେ ପରିତ୍ଯାଗ କର ନାହିଁ। ତୁମ୍ଭେ ହିଁ ମାରେ ଶକ୍ତି, ଶୀଘ୍ର ମାେତେ ସାହାୟ୍ଯ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ଵର ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ମୋତେ ପରିତ୍ୟାଗ କର ନାହିଁ। ତୁମ୍ଭେ ହିଁ ମୋର ଶକ୍ତି, ଶୀଘ୍ର ମୋତେ ସାହାଯ୍ୟ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ।