Psalms 22:2 — Compare Translations
5 translations compared side by side
Odia - 1840
"ହେ ମାରେ ପରମେଶ୍ବର, ମୁଁ ତୁମ୍ଭକୁ ଦିନରେ ଡ଼ାକିଲି କିନ୍ତୁ ତୁମ୍ଭେ ଉତ୍ତର ଦଲେ ନାହିଁ ଓ ପୁନର୍ବାର ତୁମ୍ଭକୁ ରାତିରେ ଡ଼ାକିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପରମେଶ୍ଵର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉନାହଁ, ଆଉ ରାତ୍ରିକାଳରେ ଡାକେ, ପୁଣି ନୀରବ ନ ରହେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପରମେଶ୍ୱର, ମୁଁ ତୁମ୍ଭକୁ ଦିନରେ ଡାକିଲି କିନ୍ତୁ ତୁମ୍ଭେ ଉତ୍ତର ଦେଲ ନାହିଁ ଓ ପୁନର୍ବାର ତୁମ୍ଭକୁ ରାତିରେ ଡାକିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ, ଆଉ ରାତ୍ରିକାଳରେ ଡାକେ, ପୁଣି, ନୀରବ ନ ରହେ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ, ଆଉ ରାତ୍ରିକାଳରେ ଡାକେ, ପୁଣି, ନୀରବ ନ ରହେ।