Psalms 22:20 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମାରେ ପ୍ରାଣକୁ ସହେି ଖଡ୍ଗରୁ ରକ୍ଷା କର। ସହେି କୁକୁରମାନଙ୍କ କବଳରୁ ମାରେ ମୂଲ୍ଯବାନ ଆତ୍ମାକୁ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଖଡ଼୍ଗରୁ ମୋʼ ପ୍ରାଣକୁ ଓ କୁକ୍କୁରର ବଳରୁ ମୋହର ଏକମାତ୍ର (ଆତ୍ମାକୁ) ଉଦ୍ଧାର କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋର ପ୍ରାଣକୁ ସେହି ଖଡ଼୍ଗରୁ ରକ୍ଷା କର। ସେହି କୁକୁରମାନଙ୍କ କବଳରୁ ମୋର ମୂଲ୍ୟବାନ ଆତ୍ମାକୁ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଖଡ୍ଗରୁ ମୋʼ ପ୍ରାଣକୁ ଓ କୁକ୍କୁରର ବଳରୁ ମୋହର ଏକମାତ୍ର ଆତ୍ମାକୁ ଉଦ୍ଧାର କର।
Odia IRV 2017 (ଓଡିଆ ବାଇବେଲ)
ଖଡ୍ଗରୁ ମୋ’ ପ୍ରାଣକୁ ଓ କୁକ୍କୁରର ବଳରୁ ମୋହର ଏକମାତ୍ର ଆତ୍ମାକୁ ଉଦ୍ଧାର କର।