Psalms 22:21 — Compare Translations
5 translations compared side by side
Odia - 1840
"ମାେତେ ସିଂହ ମୁଖରୁ ଉଦ୍ଧାର କର। ମାେତେ ଷଣ୍ଢର ମୁନିଆ ଶିଙ୍ଗରୁ ବଞ୍ଚାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିଂହର ମୁଖରୁ ମୋତେ ନିସ୍ତାର କର; ହଁ, ଅରଣାର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ସିଂହ ମୁଖରୁ ଉଦ୍ଧାର କର। ମୋତେ ଷଣ୍ଢର ମୁନିଆ ଶିଙ୍ଗରୁ ବଞ୍ଚାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିଂହର ମୁଖରୁ ମୋତେ ନିସ୍ତାର କର; ହଁ, ଅରଣା ଷଣ୍ଢର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ।
Odia IRV 2017 (ଓଡିଆ ବାଇବେଲ)
ସିଂହର ମୁଖରୁ ମୋତେ ନିସ୍ତାର କର; ହଁ, ଅରଣା ଷଣ୍ଢର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ।