Psalms 22:23 — Compare Translations

5 translations compared side by side

Odia - 1840
"ଯେଉଁମାନେ ତାଙ୍କୁ ଉପାସନା କରୁଛ ସଦାପ୍ରଭୁଙ୍କର ଜଯଗାନ କର। ହେ ୟାକୁବର ବଂଶଧରଗଣ, ସଦାପ୍ରଭୁଙ୍କୁ ପ୍ରଶଂସା ପ୍ରଦର୍ଶନ କର। ଇଶ୍ରାୟେଲର ବଂଶଧରଗଣ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ ଦଖାେଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ତାଙ୍କୁ ଉପାସନା କରୁଛ ସଦାପ୍ରଭୁଙ୍କର ଜୟଗାନ କର। ହେ ଯାକୁବର ବଂଶଧରଗଣ, ସଦାପ୍ରଭୁଙ୍କୁ ପ୍ରଶଂସା ପ୍ରଦର୍ଶନ କର। ଇସ୍ରାଏଲର ବଂଶଧରଗଣ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ ଦେଖାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ।