Psalms 22:25 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମୁଁ ମହାସଭାରେ ତୁମ୍ଭର ଯେଉଁ ଜଯଗାନ କଲି ତାହା ତୁମ୍ଭ ପ୍ରରଣୋର ଫଳ। ସମସ୍ତ ଉପାସକମାନଙ୍କ ସମ୍ମୁଖରେ ମୁଁ ମାରେ ନବୈେଦ୍ଯ ତାଙ୍କ ଉଦ୍ଦେଶ୍ଯରେ ଉତ୍ସର୍ଗ କରିବି ୟାହା ମୁଁ ପ୍ରତିଜ୍ଞା କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସା ଭୂମି; ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ମହାସଭାରେ ତୁମ୍ଭର ଯେଉଁ ଜୟଗାନ କଲି ତାହା ତୁମ୍ଭ ପ୍ରେରଣାର ଫଳ। ସମସ୍ତ ଉପାସକମାନଙ୍କ ସମ୍ମୁଖରେ ମୁଁ ମୋର ନୈବେଦ୍ୟ ତାଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବି ଯାହା ମୁଁ ପ୍ରତିଜ୍ଞା କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସାଭୂମି; ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି।
Odia IRV 2017 (ଓଡିଆ ବାଇବେଲ)
ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସା ଭୂମି; ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି।