Psalms 22:26 — Compare Translations
5 translations compared side by side
Odia - 1840
"ଗରିବ ଲୋକମାନେ ଆସ, ଖାଅ ଓ ତୃପ୍ତ ହୁଅ। ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ଦର୍ଶନ ପାଇଁ ଆସିଅଛ ତାଙ୍କର ଜଯଗାନ କର। ତୁମ୍ଭର ହୃଦଯ ଚିରଦିନ ପାଇଁ ଜୀବନ୍ତ ରହୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ଵେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ଗରିବ ଲୋକମାନେ ଆସ, ଖାଅ ଓ ତୃପ୍ତ ହୁଅ। ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ଦର୍ଶନ ପାଇଁ ଆସିଅଛ ତାଙ୍କର ଜୟଗାନ କର। ତୁମ୍ଭର ହୃଦୟ ଚିରଦିନ ପାଇଁ ଜୀବନ୍ତ ରହୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ।
Odia IRV 2017 (ଓଡିଆ ବାଇବେଲ)
ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ।