Psalms 22:27 — Compare Translations

5 translations compared side by side

Odia - 1840
"ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ। ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ। ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ।