Psalms 22:28 — Compare Translations

5 translations compared side by side

Odia - 1840
"କାହିଁକି? କାରଣ ସେ ହେଉଛନ୍ତି ରାଜା। ସେ ସବୁ ରାଜ୍ଯକୁ ଶାସନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ରାଜ୍ୟ ସଦାପ୍ରଭୁଙ୍କର ଅଟେ; ପୁଣି, ସେ ଗୋଷ୍ଠୀୟମାନଙ୍କର ଶାସନକର୍ତ୍ତା ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେ ହେଉଛନ୍ତି ରାଜା। ସେ ସବୁ ରାଜ୍ୟକୁ ଶାସନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ରାଜ୍ୟ ସଦାପ୍ରଭୁଙ୍କର ଅଟେ; ପୁଣି, ସେ ଗୋଷ୍ଠୀୟମାନଙ୍କର ଶାସନକର୍ତ୍ତା ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ରାଜ୍ୟ ସଦାପ୍ରଭୁଙ୍କର ଅଟେ; ପୁଣି, ସେ ଗୋଷ୍ଠୀୟମାନଙ୍କର ଶାସନକର୍ତ୍ତା ଅଟନ୍ତି।