Psalms 22:29 — Compare Translations

5 translations compared side by side

Odia - 1840
"ବଳଶାଳୀ, ସ୍ବାସ୍ଥ୍ଯବାନ୍ ଲୋକମାନେ ଭୋଜନ କରି ପରମେଶ୍ବରଙ୍କ ସମ୍ମୁଖରେ ପ୍ରଣାମ ହବେେ। ପ୍ରକୃତରେ ସବୁ ମଣିଷ ଯେଉଁମାନେ ମୃତ୍ଯୁବରଣ କରିବେ ଓ ଯେଉଁମାନେ ମୃତ୍ଯୁବରଣ କରିଛନ୍ତି ପରମେଶ୍ବରଙ୍କ ସମ୍ମୁଖରେ ନତ ମସ୍ତକ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀସ୍ଥ ପୁଷ୍ଟ ଲୋକସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ ।
Odia Bible ERV 2004 (ପବିତ୍ର ବାଇବଲ)
ବଳଶାଳୀ, ସ୍ୱାସ୍ଥ୍ୟବାନ୍ ଲୋକମାନେ ଭୋଜନ କରି ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବେ। ପ୍ରକୃତରେ ସବୁ ମଣିଷ ଯେଉଁମାନେ ମୃତ୍ୟୁବରଣ କରିବେ ଓ ଯେଉଁମାନେ ମୃତ୍ୟୁବରଣ କରିଛନ୍ତି ପରମେଶ୍ୱରଙ୍କ ସମ୍ମୁଖରେ ନତ ମସ୍ତକ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍‍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ।
Odia IRV 2017 (ଓଡିଆ ବାଇବେଲ)
ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍‍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ।