Psalms 22:3 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ତୁମ୍ଭେ ଏକମାତ୍ର ପବିତ୍ର ଅଟ। ତୁମ୍ଭେ ରାଜାର ଆସନରେ ଆସୀନ। ଇଶ୍ରାୟେଲ ପ୍ରଶଂସା ହିଁ ତୁମ୍ଭର ସିଂହାସନ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍, ତୁମ୍ଭେ ପବିତ୍ର ଅଟ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ଏକମାତ୍ର ପବିତ୍ର ଅଟ। ତୁମ୍ଭେ ରାଜାର ଆସନରେ ଆସୀନ। ଇସ୍ରାଏଲ ପ୍ରଶଂସା ହିଁ ତୁମ୍ଭର ସିଂହାସନ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍, ତୁମ୍ଭେ ପବିତ୍ର ଅଟ।
Odia IRV 2017 (ଓଡିଆ ବାଇବେଲ)
ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍, ତୁମ୍ଭେ ପବିତ୍ର ଅଟ।