Psalms 22:30 — Compare Translations

5 translations compared side by side

Odia - 1840
"ଏବଂ ଭବିଷ୍ଯତରେ ଆମ୍ଭର ବଂଶଧରମାନେ ସଦାପ୍ରଭୁଙ୍କ ସବୋ କରିବେ। ଲୋକମାନେ ଚିରଦିନ ତାଙ୍କର ଗୁଣଗାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ ବଂଶ ତାହାଙ୍କର ସେବା କରିବେ; ଭବିଷ୍ୟତ ବଂଶକୁ ପ୍ରଭୁଙ୍କ ବିଷୟ କୁହାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଭବିଷ୍ୟତରେ ଆମ୍ଭର ବଂଶଧରମାନେ ସଦାପ୍ରଭୁଙ୍କ ସେବା କରିବେ। ଲୋକମାନେ ଚିରଦିନ ତାଙ୍କର ଗୁଣଗାନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ ବଂଶ ତାହାଙ୍କର ସେବା କରିବେ; ଭବିଷ୍ୟତ ବଂଶକୁ ପ୍ରଭୁଙ୍କ ବିଷୟ କୁହାଯିବ।
Odia IRV 2017 (ଓଡିଆ ବାଇବେଲ)
ଏକ ବଂଶ ତାହାଙ୍କର ସେବା କରିବେ; ଭବିଷ୍ୟତ ବଂଶକୁ ପ୍ରଭୁଙ୍କ ବିଷୟ କୁହାଯିବ।