Psalms 22:31 — Compare Translations

5 translations compared side by side

Odia - 1840
"ପ୍ରେତ୍ୟକକ ପିଢ଼ି ତା'ର ପିଲାମାନଙ୍କୁ ଧାର୍ମିକତା ବିଷଯ କହିବେ, ୟାହା ସବୁ ପରମେଶ୍ବର କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ ନିକଟରେ ତାହାଙ୍କ ଧାର୍ମିକତା ପ୍ରଚାର କରି କହିବେ, ସେ ଏହା ସାଧନ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ପିଢ଼ି ତା’ର ପିଲାମାନଙ୍କୁ ଧାର୍ମିକତା ବିଷୟ କହିବେ, ଯାହାସବୁ ପରମେଶ୍ୱର କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ ନିକଟରେ ତାହାଙ୍କ ଧାର୍ମିକତା ପ୍ରଚାର କରି କହିବେ, ସେ ଏହା ସାଧନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ ନିକଟରେ ତାହାଙ୍କ ଧାର୍ମିକତା ପ୍ରଚାର କରି କହିବେ, ସେ ଏହା ସାଧନ କରିଅଛନ୍ତି।