Psalms 22:4 — Compare Translations
5 translations compared side by side
Odia - 1840
"ଆମ୍ଭର ପୂର୍ବପୁରୁଷମାନେ ତୁମ୍ଭ ଉପରେ ବିଶ୍ବାସ କରିଥିଲେ। ହଁ ସମାନେେ ତୁମ୍ଭକୁ ବିଶ୍ବାସ କରୁଥିଲେ। ହେ ପରମେଶ୍ବର, ତୁମ୍ଭେ ହିଁ ସମାନଙ୍କେୁ ଉଦ୍ଧାର କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ପିତୃପୁରୁଷଗଣ ତୁମ୍ଭଠାରେ ବିଶ୍ଵାସ କଲେ; ସେମାନେ ବିଶ୍ଵାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ପୂର୍ବପୁରୁଷମାନେ ତୁମ୍ଭ ଉପରେ ବିଶ୍ୱାସ କରିଥିଲେ। ହଁ ସେମାନେ ତୁମ୍ଭକୁ ବିଶ୍ୱାସ କରୁଥିଲେ। ହେ ପରମେଶ୍ୱର, ତୁମ୍ଭେ ହିଁ ସେମାନଙ୍କୁ ଉଦ୍ଧାର କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ।