Psalms 22:6 — Compare Translations

5 translations compared side by side

Odia - 1840
"କିନ୍ତୁ ମୁଁ ଗୋଟିଏ କୀଟ, ବ୍ଯକ୍ତି ନୁହେଁ, ଲୋକମାନେ ମାେ ପାଇଁ ଲଜ୍ଜିତ ହୁଅନ୍ତି ଓ ମାେତେ ଅବଜ୍ଞା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ଗୋଟିଏ କୀଟ, ବ୍ୟକ୍ତି ନୁହେଁ, ଲୋକମାନେ ମୋ’ ପାଇଁ ଲଜ୍ଜିତ ହୁଅନ୍ତି ଓ ମୋତେ ଅବଜ୍ଞା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ।