Psalms 22:7 — Compare Translations
5 translations compared side by side
Odia - 1840
"ପ୍ରେତ୍ୟକକ ୟିଏ ମାେତେ ଦେଖେ ସମାନେେ ମାରେ ପରିହାସ କରନ୍ତି। ସମାନେେ ଓଷ୍ଠ ଲମ୍ବାଇ ମୁଣ୍ଡ ହଲାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋତେ ଦେଖିବା ଲୋକସମସ୍ତେ ମୋତେ ପରିହାସ କରନ୍ତି; ସେମାନେ ଓଷ୍ଠ ଲମ୍ଵାଇ, ମସ୍ତକ ହଲାଇ କହନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଯିଏ ମୋତେ ଦେଖେ ସେମାନେ ମୋର ପରିହାସ କରନ୍ତି। ସେମାନେ ଓଷ୍ଠ ଲମ୍ବାଇ ମୁଣ୍ଡ ହଲାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି; ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି,
Odia IRV 2017 (ଓଡିଆ ବାଇବେଲ)
ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି; ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି,