Psalms 22:8 — Compare Translations

5 translations compared side by side

Odia - 1840
"ସମାନେେ ମାେତେ କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କୁ ସାହାୟ୍ଯ ପାଇଁ ଡ଼ାକ, ସେ ତୁମ୍ଭକୁ ଉଦ୍ଧାର କରିପାରନ୍ତି। ୟଦି ସେ ତୁମ୍ଭକୁ ପ୍ରକୃତରେ ଭଲ ପାଉଥାନ୍ତି ତବେେ ନିଶ୍ଚଯ ତୁମ୍ଭକୁ ସାହାୟ୍ଯ କରିବାକୁ ଆଗଇେ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; ସେ ତାହାକୁ ଉଦ୍ଧାର କରନ୍ତୁ; ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୋତେ କହନ୍ତି, “ତୁମ୍ଭେ ସଦାପ୍ରଭୁଙ୍କୁ ସାହାଯ୍ୟ ପାଇଁ ଡାକ, ସେ ତୁମ୍ଭକୁ ଉଦ୍ଧାର କରି ପାରନ୍ତି। ଯଦି ସେ ତୁମ୍ଭକୁ ପ୍ରକୃତରେ ଭଲ ପାଉଥା’ନ୍ତି ତେବେ ନିଶ୍ଚୟ ତୁମ୍ଭକୁ ସାହାଯ୍ୟ କରିବାକୁ ଆଗେଇ ଆସିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; ସେ ତାହାକୁ ଉଦ୍ଧାର କରନ୍ତୁ; ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
“ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; ସେ ତାହାକୁ ଉଦ୍ଧାର କରନ୍ତୁ; ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ।”