Psalms 22:9 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ସତ୍ଯ କଥା ଏହି, ତୁମ୍ଭେ ହେଉଛ ଏକମାତ୍ର ୟାହା ଉପରେ ମୁଁ ପ୍ରକୃତରେ ନିର୍ଭରଶୀଳ। ତୁମ୍ଭେ ମାରେ ଯତ୍ନ ନଇେଛ, ଯେଉଁଦିନରୁ ମୁଁ ଜନ୍ମଲାଭ କରିଛି। ତୁମ୍ଭେ ମାେତେ ସୁରକ୍ଷା ତଥା ବିଶ୍ବାସ ପ୍ରଦାନ କରିଛ, ୟବେେଠୁଁ ମୁଁ ଏକ େଛାଟ ପିଲା ଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ଵାସ ଜନ୍ମାଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ସତ୍ୟ କଥା ଏହି, ତୁମ୍ଭେ ହେଉଛ ଏକମାତ୍ର ଯାହା ଉପରେ ମୁଁ ପ୍ରକୃତରେ ନିର୍ଭରଶୀଳ। ତୁମ୍ଭେ ମୋର ଯତ୍ନ ନେଇଛ, ଯେଉଁ ଦିନରୁ ମୁଁ ଜନ୍ମଲାଭ କରିଛି। ତୁମ୍ଭେ ମୋତେ ସୁରକ୍ଷା ତଥା ବିଶ୍ୱାସ ପ୍ରଦାନ କରିଛ, ଯେବେଠୁଁ ମୁଁ ଏକ ଛୋଟ ପିଲା ଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ।