Psalms 23:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାରେ ପ୍ରତିପାଳକ ଅଟନ୍ତି, ମାରେ କିଛି ଅଭାବ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ଗୀତ । ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଏକ ଗୀତ। ସଦାପ୍ରଭୁ ମୋର ପ୍ରତିପାଳକ ଅଟନ୍ତି, ମୋର କିଛି ଅଭାବ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ।