Psalms 23:2 — Compare Translations

5 translations compared side by side

Odia - 1840
"ସେ ମାେତେ କୋମଳ ସବୁଜ ସ୍ଥାନରେ ଶାଇେବାକୁ ଦିଅନ୍ତି। ସେ ମାେତେ ସ୍ଥିର ଜଳପୂର୍ଣ୍ଣ ପୁଷ୍କରିଣୀ ପାଖେ ପାଖେ କଢ଼ାଇ ନିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମୋତେ କୋମଳ ସବୁଜ ସ୍ଥାନରେ ଶୋଇବାକୁ ଦିଅନ୍ତି। ସେ ମୋତେ ସ୍ଥିର ଜଳପୂର୍ଣ୍ଣ ପୁଷ୍କରିଣୀ ପାଖେ ପାଖେ କଢ଼ାଇ ନିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି।