Psalms 23:3 — Compare Translations

5 translations compared side by side

Odia - 1840
"ସେ ମାରେ ପ୍ରାଣରେ ନୂତନ ବଳ ସଞ୍ଚାର କରନ୍ତି। ସେ ମାେତେ ଧର୍ମପଥରେ କଢ଼ାଇ ନିଅନ୍ତି। ଏହାଦ୍ବାରା ପ୍ରମାଣିତ ହୁଏ ୟେ, ସେ ପ୍ରକୃତରେ ପରମେଶ୍ବର ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମପଥରେ ମୋତେ କଢ଼ାଇ ନିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମୋର ପ୍ରାଣରେ ନୂତନ ବଳ ସଞ୍ଚାର କରନ୍ତି, ସେ ମୋତେ ଧର୍ମପଥରେ କଢ଼ାଇ ନିଅନ୍ତି। ଏହା ଦ୍ୱାରା ପ୍ରମାଣିତ ହୁଏ ଯେ, ସେ ପ୍ରକୃତରେ ପରମେଶ୍ୱର ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ମୋ’ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି।