Psalms 23:4 — Compare Translations

5 translations compared side by side

Odia - 1840
"ୟଦିଓ ମୁଁ ମୃତ୍ଯୁଛାଯାର ରୂପ ଉପତ୍ୟକାରେ ଏକା ବାଟ ଚାଲେ, ୟାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁ ଭୟଭୀତ ହବେି ନାହିଁ। କାରଣ ସଦାପ୍ରଭୁ, ତୁମ୍ଭେ ମାେ ସହିତ ଅଛ। ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମାେତ ସୁରକ୍ଷା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ମୁଁ ମୃତ୍ୟୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ଵନା ଦିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯଦିଓ ମୁଁ ମୃତ୍ୟୁଛାୟା ରୂପ ଉପତ୍ୟକାରେ ଏକା ବାଟ ଗ୍ଭଲେ, ଯାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁଁ ଭୟଭୀତ ହେବି ନାହିଁ। କାରଣ ସଦାପ୍ରଭୁ, ତୁମ୍ଭେ ମୋ’ ସହିତ ଅଛ। ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମୋତେ ସୁରକ୍ଷା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।