Psalms 23:5 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାରେ ଶତ୍ରୁମାନଙ୍କ ସମ୍ମୁଖରେ ମାରେ ମଜେ ସଜାଇଅଛ। ତୁମ୍ଭେ ମାରେ ମୁଣ୍ଡରେ ତଲେ ଢ଼ାଳିଛ। ମାେ ପାନପାତ୍ର ପୂର୍ଣ୍ଣ ହାଇେ ଉଚ୍ଛୁଳି ପଡ଼ିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ମୋର ଶତ୍ରୁମାନଙ୍କ ସମ୍ମୁଖରେ ମୋର ମେଜ ସଜାଇଅଛ। ତୁମ୍ଭେ ମୋର ମୁଣ୍ଡରେ ତେଲ ଢାଳିଛ। ମୋ’ ପାନପାତ୍ର ପୂର୍ଣ୍ଣ ହୋଇ ଉଚ୍ଛୁଳି ପଡ଼ିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋ’ ଶତ୍ରୁଗଣଙ୍କ ସାକ୍ଷାତରେ ମୋ’ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋ’ ମସ୍ତକ ସିକ୍ତ କରିଅଛ; ମୋ’ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି।