Psalms 23:6 — Compare Translations

5 translations compared side by side

Odia - 1840
"ନିଶ୍ଚଯ ଧାର୍ମିକତା, ମଙ୍ଗଳ ଓ ଦୟା ମାରେ ଅବଶିଷ୍ଟ ଜୀବନର ପଶ୍ଚାତ୍ଗାମୀ ହବେ। ମୁଁ ଶଷେରେ ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ସବୁଦିନ ପାଇଁ ବାସ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ନିଶ୍ଚୟ ଧାର୍ମିକତା, ମଙ୍ଗଳ ଓ ଦୟା ମୋର ଅବଶିଷ୍ଟ ଜୀବନର ପଶ୍ଚା‌ଦ୍‌ଗାମୀ ହେବ। ମୁଁ ଶେଷରେ ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ସବୁଦିନ ପାଇଁ ବାସ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍‍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।
Odia IRV 2017 (ଓଡିଆ ବାଇବେଲ)
ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍‍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।