Psalms 24:1 — Compare Translations
5 translations compared side by side
Odia - 1840
"ପୃଥିବୀ ଓ ତହିଁରେ ଥିବା ସମସ୍ତ ବସ୍ତୁ ସଦାପ୍ରଭୁଙ୍କର ଅଟେ। ପୃଥିବୀର ସମସ୍ତ ଲୋକ ତାଙ୍କ ଆଶ୍ରିତ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ଗୀତ । ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ସଙ୍ଗୀତ। ପୃଥିବୀ ଓ ତହିଁରେ ଥିବା ସମସ୍ତ ବସ୍ତୁ ସଦାପ୍ରଭୁଙ୍କର ଅଟେ। ପୃଥିବୀର ସମସ୍ତ ଲୋକ ତାଙ୍କ ଆଶ୍ରିତ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର।
Odia IRV 2017 (ଓଡିଆ ବାଇବେଲ)
ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର।