Psalms 24:10 — Compare Translations
5 translations compared side by side
Odia - 1840
"କିଏ ସହେି ଗୌରବମଯ ରାଜା? ସୈନ୍ଯାଧିପତି ସଦାପ୍ରଭୁ ସହେି ଗୌରବମଯ ରାଜା ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଗୌରବମୟ ରାଜା କିଏ? ବାହିନୀଗଣର ସଦାପ୍ରଭୁ, ସେ ଗୌରବମୟ ରାଜା ଅଟନ୍ତି । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
କିଏ ସେହି ଗୌରବମୟ ରାଜା? ସୈନ୍ୟାଧିପତି ସଦାପ୍ରଭୁ ସେହି ଗୌରବମୟ ରାଜା ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଗୌରବମୟ ରାଜା କିଏ? ବାହିନୀଗଣର ସଦାପ୍ରଭୁ, ସେ ଗୌରବମୟ ରାଜା ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହି ଗୌରବମୟ ରାଜା କିଏ? ବାହିନୀଗଣର ସଦାପ୍ରଭୁ, ସେ ଗୌରବମୟ ରାଜା ଅଟନ୍ତି। [ସେଲା]