Psalms 24:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ପୃଥିବୀକୁ ଜଳଭାଗ ଉପରେ ସ୍ଥାପନ କରିଅଛନ୍ତି ଓ ସେ ନଦୀ ଉପରେ ଏହାକୁ ନିର୍ମାଣ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପୃଥିବୀକୁ ଜଳଭାଗ ଉପରେ ସ୍ଥାପନ କରିଅଛନ୍ତି ଓ ସେ ନଦୀ ଉପରେ ଏହାକୁ ନିର୍ମାଣ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି।