Psalms 24:3 — Compare Translations
5 translations compared side by side
Odia - 1840
"କିଏ ସଦାପ୍ରଭୁଙ୍କ ପବିତ୍ର ପର୍ବତ ସିୟୋନକୁ ୟାଇପାରିବ? କିଏ ତାଙ୍କ ପବିତ୍ର ମନ୍ଦିରରେ ତାଙ୍କ ସମ୍ମୁଖରେ ଉପାସନା କରିପାରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ?
Odia Bible ERV 2004 (ପବିତ୍ର ବାଇବଲ)
କିଏ ସଦାପ୍ରଭୁଙ୍କ ପବିତ୍ର ପର୍ବତ ସିୟୋନକୁ ଯାଇପାରିବ? କିଏ ତାଙ୍କ ପବିତ୍ର ମନ୍ଦିରରେ ତାଙ୍କ ସମ୍ମୁଖରେ ଉପାସନା କରି ପାରିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ?
Odia IRV 2017 (ଓଡିଆ ବାଇବେଲ)
କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ?