Psalms 24:4 — Compare Translations

5 translations compared side by side

Odia - 1840
"ଯେଉଁ ଲୋକମାନେ କବେେ କିଛି ମନ୍ଦ କାର୍ୟ୍ଯ କରି ନାହାଁନ୍ତି, ୟାହାଙ୍କର ହୃଦଯ ଓ ମନ ନିର୍ମଳ, ଯେଉଁ ଲୋକମାନେ ମାରେ ନାମର ଅସତ୍ଯ ବ୍ଯବହାର କରି ନାହଁନ୍ତି ଯେଉଁ ମିଥ୍ଯା କହନ୍ତି ନାହିଁ କି ମିଥ୍ଯା ପ୍ରତିଶ୍ରୁତି ଦିଅନ୍ତି ନାହିଁ, କବଳେ ସହେି ଲୋକମାନେ ସଠାେରେ ଉପାସନା କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି ଯେ ଛଳ ଭାବରେ ଶପଥ କରି ନାହିଁ, ସେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ କେବେ କିଛି ମନ୍ଦକାର୍ଯ୍ୟ କରି ନାହାନ୍ତି, ଯାହାଙ୍କର ହୃଦୟ ଓ ମନ ନିର୍ମଳ, ଯେଉଁ ଲୋକମାନେ ମୋର ନାମର ଅସତ୍ୟ ବ୍ୟବହାର କରି ନାହଁନ୍ତି, ଯେଉଁ ଲୋକମାନେ ମିଥ୍ୟା କହନ୍ତି ନାହିଁ କି ମିଥ୍ୟା ପ୍ରତିଶ୍ରୁତି ଦିଅନ୍ତି ନାହିଁ, କେବଳ ସେହି ଲୋକମାନେ ସେଠାରେ ଉପାସନା କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ।
Odia IRV 2017 (ଓଡିଆ ବାଇବେଲ)
ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ।