Psalms 24:5 — Compare Translations

5 translations compared side by side

Odia - 1840
"ଉତ୍ତମ ବ୍ଯକ୍ତିମାନେ ସଦାପ୍ରଭୁଙ୍କୁ ଅନ୍ୟମାନଙ୍କୁ ଆଶୀର୍ବାଦ କରିବାକୁ କହନ୍ତି। ସମାନେେ ପରମେଶ୍ବରଙ୍କୁ ୟିଏ କି ସମାନଙ୍କେ ଉଦ୍ଧାର କର୍ତ୍ତା, ସମାନଙ୍କେ ପାଇଁ ଭଲ କାର୍ୟ୍ଯ କରିବାକୁ ଅନୁରୋଧ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ଵରୂପ ପରମେଶ୍ଵରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ତମ ବ୍ୟକ୍ତିମାନେ ସଦାପ୍ରଭୁଙ୍କୁ ଅନ୍ୟମାନଙ୍କୁ ଆଶୀର୍ବାଦ କରିବାକୁ କହନ୍ତି। ସେମାନେ ପରମେଶ୍ୱରଙ୍କୁ ଯିଏ କି ସେମାନଙ୍କ ଉଦ୍ଧାର କର୍ତ୍ତା, ସେମାନଙ୍କ ପାଇଁ ଭଲ କାର୍ଯ୍ୟ କରିବାକୁ ଅନୁରୋଧ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ।