Psalms 24:6 — Compare Translations
5 translations compared side by side
Odia - 1840
"ସହେି ଉତ୍ତମ ବ୍ଯକ୍ତିମାନେ ସର୍ବଦା ପରମେଶ୍ବରଙ୍କ ପନ୍ଥା ଅନ୍ବଷେଣ କରନ୍ତି। ସମାନେେ ୟାକୁବର ପରମେଶ୍ବରଙ୍କ ନିକଟକୁ ୟାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ପରମେଶ୍ଵରଙ୍କୁ ଅନ୍ଵେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ଵର, ଏମାନେ ତୁମ୍ଭର ମୁଖ ଅନ୍ଵେଷଣ କରନ୍ତି । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ସେହି ଉତ୍ତମ ବ୍ୟକ୍ତିମାନେ ସର୍ବଦା ପରମେଶ୍ୱରଙ୍କ ପନ୍ଥା ଅନ୍ୱେଷଣ କରନ୍ତି। ସେମାନେ ଯାକୁବର ପରମେଶ୍ୱରଙ୍କ ନିକଟକୁ ଯାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। [ସେଲା]