Psalms 24:7 — Compare Translations

5 translations compared side by side

Odia - 1840
"ହେ ନଗର ଫାଟକ ତୁମ୍ଭର ମସ୍ତକ ଟକେ। ହେ ପ୍ରାଚୀନ କବାଟ ସବୁ ଖୋଲ ଏବଂ ତହିଁରେ ଗୌରବମଯ ରାଜା ପ୍ରବେଶ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ନଗରଦ୍ଵାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ନଗର ଫାଟକ ତୁମ୍ଭର ମସ୍ତକ ଟେକ। ହେ ପ୍ରାଚୀନ କବାଟ ସବୁ ଖୋଲ ଏବଂ ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
Odia IRV 2017 (ଓଡିଆ ବାଇବେଲ)
ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।