Psalms 24:8 — Compare Translations
5 translations compared side by side
Odia - 1840
"କିଏ ସହେି ଗୌରବମଯ ରାଜା? ସଦାପ୍ରଭୁ ହିଁ ସହେି ରାଜା ଅଟନ୍ତି। ସେ ହେଉଛନ୍ତି ଶକ୍ତିଶାଳୀ ଯୋଦ୍ଧା। ସଦାପ୍ରଭୁ ହେଉଛନ୍ତି ସହେି ରାଜା ୟିଏ ଜଣେ ୟୁଦ୍ଧଜଯୀ ବୀର ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୌରବମୟ ରାଜା କିଏ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ ।
Odia Bible ERV 2004 (ପବିତ୍ର ବାଇବଲ)
କିଏ ସେହି ଗୌରବମୟ ରାଜା? ସଦାପ୍ରଭୁ ହିଁ ସେହି ରାଜା ଅଟନ୍ତି, ସେ ହେଉଛନ୍ତି ଶକ୍ତିଶାଳୀ ଯୋଦ୍ଧା। ସଦାପ୍ରଭୁ ହେଉଛନ୍ତି ସେହି ରାଜା ଯିଏ ଜଣେ ଯୁଦ୍ଧଜୟୀ ବୀର ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୌରବମୟ ରାଜା କିଏ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ।
Odia IRV 2017 (ଓଡିଆ ବାଇବେଲ)
ଗୌରବମୟ ରାଜା କିଏ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ।