Psalms 24:9 — Compare Translations

5 translations compared side by side

Odia - 1840
"ହେ ଫାଟକ ସବୁ ଖାଲିେ ୟାଅ। ହେ ପ୍ରାଚୀନ ଦ୍ବାର ସବୁ ଖାଲିେ ଦିଅ ଏବଂ ଗୌରବମଯ ରାଜା ପ୍ରବେଶ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ନଗରଦ୍ଵାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଫାଟକ ସବୁ ଖୋଲି ଯାଅ। ହେ ପ୍ରାଚୀନ ଦ୍ୱାର ସବୁ ଖୋଲି ଦିଅ ଏବଂ ଗୌରବମୟ ରାଜା ପ୍ରବେଶ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
Odia IRV 2017 (ଓଡିଆ ବାଇବେଲ)
ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।