Psalms 25:1 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ନିଜକୁ ସମର୍ପଣ କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭ ପ୍ରତି ଆପଣା ମନ ଉଠାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ନିଜକୁ ସମର୍ପଣ କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୁଁ ତୁମ୍ଭ ପ୍ରତି ଆପଣା ମନ ଉଠାଏ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୁଁ ତୁମ୍ଭ ପ୍ରତି ଆପଣା ମନ ଉଠାଏ।