Psalms 25:10 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସହେିମାନଙ୍କ ପ୍ରତି ସ୍ନହପେୂର୍ଣ୍ଣ କରୁଣା ଦୃଷ୍ଟି କରନ୍ତି, ଯେଉଁମାନେ ତାଙ୍କର ନିଯମ ଓ ପ୍ରତିଜ୍ଞା ମାନି ଚଳନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସେହିମାନଙ୍କ ପ୍ରତି ସ୍ନେହପୂର୍ଣ୍ଣ କରୁଣା ଦୃଷ୍ଟି କରନ୍ତି, ଯେଉଁମାନେ ତାଙ୍କର ନିୟମ ଓ ପ୍ରତିଜ୍ଞା ମାନି ଚଳନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ।