Psalms 25:11 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମୁଁ ଜୀବନରେ ଅନକେ ଅପରାଧ କରିଛି। କିନ୍ତୁ ତୁମ୍ଭର ମହାନୁଭବଦା ଯୋଗୁଁ ମୁଁ କରିଥିବା ସମସ୍ତ ଅପରାଧ ମାରେ କ୍ଷମା ହାଇେଛି। କାରଣ ତୁମ୍ଭେ ମହାନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୁଁ ଜୀବନରେ ଅନେକ ଅପରାଧ କରିଛି। କିନ୍ତୁ ତୁମ୍ଭର ମହାନୁଭବତା ଯୋଗୁଁ ମୁଁ କରିଥିବା ସମସ୍ତ ଅପରାଧ କ୍ଷମା କର। କାରଣ ତୁମ୍ଭେ ମହାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼।