Psalms 25:12 — Compare Translations

5 translations compared side by side

Odia - 1840
"ୟଦି ଜଣେ ବ୍ଯକ୍ତି ସଦାପ୍ରଭୁଙ୍କ ପଥକୁ ଅନୁସରଣ କରେ, ତା'ପରେ ପରମେଶ୍ବର ତାକୁ ବଞ୍ଚିବା ପାଇଁ ଜୀବନପଥ ଦଖାେନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ? ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଜଣେ ବ୍ୟକ୍ତି ସଦାପ୍ରଭୁଙ୍କ ପଥକୁ ଅନୁସରଣ କରେ, ତା’ପରେ ପରମେଶ୍ୱର ତାକୁ ବଞ୍ଚିବା ପାଇଁ ଜୀବନପଥ ଦେଖାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ? ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ? ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ।