Psalms 25:13 — Compare Translations

5 translations compared side by side

Odia - 1840
"ସହେି ବ୍ଯକ୍ତି ଅତି ଆନନ୍ଦରେ ଜୀବନୟାପନ କରିବ ଓ ତା'ର ସନ୍ତାନ-ସନ୍ତତିଗଣ ପରମେଶ୍ବରଙ୍କ ପ୍ରଦତ୍ତ ଭୂମିରେ ବାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ପ୍ରାଣ କୁଶଳରେ ବାସ କରିବ ଓ ତାହାର ବଂଶ ଦେଶ ଅଧିକାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ବ୍ୟକ୍ତି ଅତି ଆନନ୍ଦରେ ଜୀବନଯାପନ କରିବ ଓ ତା’ର ସନ୍ତାନ-ସନ୍ତତିଗଣ ପରମେଶ୍ୱରଙ୍କ ପ୍ରଦତ୍ତ ଭୂମିରେ ବାସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ପ୍ରାଣ କୁଶଳରେ ବାସ କରିବ ଓ ତାହାର ବଂଶ ଦେଶ ଅଧିକାର କରିବେ।
Odia IRV 2017 (ଓଡିଆ ବାଇବେଲ)
ତାହାର ପ୍ରାଣ କୁଶଳରେ ବାସ କରିବ ଓ ତାହାର ବଂଶ ଦେଶ ଅଧିକାର କରିବେ।