Psalms 25:14 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସର୍ବଦା ଗୁପ୍ତ ବିଷଯ ସବୁ ତାଙ୍କର ଅନୁୟୋଗୀମାନଙ୍କୁ କୁହନ୍ତି। ସେ ତାଙ୍କର ବ୍ଯବସ୍ଥା ସବୁ ସମାନଙ୍କେୁ ନିଯମ ପ୍ରଦାନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀ-ମାନଙ୍କଠାରେ ଥାଏନ୍ତ
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସର୍ବଦା ଗୁପ୍ତ ବିଷୟ ସବୁ ତାଙ୍କର ଅନୁଯୋଗୀମାନଙ୍କୁ କୁହନ୍ତି। ସେ ତାଙ୍କର ବ୍ୟବସ୍ଥା ସବୁ ସେମାନଙ୍କୁ ନିୟମ ପ୍ରଦାନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ।