Psalms 25:15 — Compare Translations
5 translations compared side by side
Odia - 1840
"ମୁଁ ସଦାସର୍ବଦା ସଦାପ୍ରଭୁଙ୍କର କୃପାପ୍ରାର୍ଥୀ। ସେ ସଦାସର୍ବଦା ମାେତେ ମାରେ ବିପଦରୁ ମୁକ୍ତ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାବେଳେ ସଦାପ୍ରଭୁଙ୍କ ଆଡ଼େ ମୋହର ଦୃଷ୍ଟି ଥାଏନ୍ତ କାରଣ ସେ ଜାଲରୁ ମୋହର ଚରଣ ଉଦ୍ଧାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସଦାସର୍ବଦା ସଦାପ୍ରଭୁଙ୍କର କୃପାପ୍ରାର୍ଥୀ। ସେ ସଦାସର୍ବଦା ମୋତେ ମୋର ବିପଦରୁ ମୁକ୍ତ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାବେଳେ ସଦାପ୍ରଭୁଙ୍କ ଆଡ଼େ ମୋହର ଦୃଷ୍ଟି ଥାଏ; କାରଣ ସେ ଜାଲରୁ ମୋହର ଚରଣ ଉଦ୍ଧାର କରିବେ।
Odia IRV 2017 (ଓଡିଆ ବାଇବେଲ)
ସଦାବେଳେ ସଦାପ୍ରଭୁଙ୍କ ଆଡ଼େ ମୋହର ଦୃଷ୍ଟି ଥାଏ; କାରଣ ସେ ଜାଲରୁ ମୋହର ଚରଣ ଉଦ୍ଧାର କରିବେ।