Psalms 25:18 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ ମାରେ ଦୁଃଖ ଓ କ୍ଲେଶ ପ୍ରତି ଦୃଷ୍ଟିପାତ କର। ମୁଁ ଯେଉଁ ପାପ କରିଛି, ସେଥିଲାଗି ମାେତେ କ୍ଷମା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର କ୍ଳେଶ ଓ ଦୁଃଖ ପ୍ରତି ଦୃଷ୍ଟିପାତ କର; ପୁଣି, ମୋହର ପାପସବୁ କ୍ଷମା କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋର ଦୁଃଖ ଓ କ୍ଳେଶ ପ୍ରତି ଦୃଷ୍ଟିପାତ କର। ମୁଁ ଯେଉଁ ପାପ କରିଛି, ସେଥିଲାଗି ମୋତେ କ୍ଷମା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର କ୍ଳେଶ ଓ ଦୁଃଖ ପ୍ରତି ଦୃଷ୍ଟିପାତ କର; ପୁଣି, ମୋହର ପାପସବୁ କ୍ଷମା କର।
Odia IRV 2017 (ଓଡିଆ ବାଇବେଲ)
ମୋହର କ୍ଳେଶ ଓ ଦୁଃଖ ପ୍ରତି ଦୃଷ୍ଟିପାତ କର; ପୁଣି, ମୋହର ପାପସବୁ କ୍ଷମା କର।