Psalms 25:19 — Compare Translations

5 translations compared side by side

Odia - 1840
"ମାରେ ଶତ୍ରୁମାନଙ୍କୁ ଥରେ ଚାହଁ। ସମାନେେ ମାେତେ ଘୃଣା କରନ୍ତି ଓ ଆଘାତ କରିବାକୁ ଚାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଶତ୍ରୁମାନଙ୍କ ପ୍ରତି ଦୃଷ୍ଟିପାତ କର, କାରଣ ସେମାନେ ଅନେକ; ସେମାନେ ଦାରୁଣ ଘୃଣା ଭାବରେ ମୋତେ ଘୃଣା କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନଙ୍କୁ ଥରେ ଗ୍ଭହଁ। ସେମାନେ ମୋତେ ଘୃଣା କରନ୍ତି ଓ ଆଘାତ କରିବାକୁ ଗ୍ଭହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଶତ୍ରୁମାନଙ୍କ ପ୍ରତି ଦୃଷ୍ଟିପାତ କର, କାରଣ ସେମାନେ ଅନେକ; ସେମାନେ ଦାରୁଣ ଘୃଣା ଭାବରେ ମୋତେ ଘୃଣା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋହର ଶତ୍ରୁମାନଙ୍କ ପ୍ରତି ଦୃଷ୍ଟିପାତ କର, କାରଣ ସେମାନେ ଅନେକ; ସେମାନେ ଦାରୁଣ ଘୃଣା ଭାବରେ ମୋତେ ଘୃଣା କରନ୍ତି।