Psalms 25:2 — Compare Translations

5 translations compared side by side

Odia - 1840
"ହେ ମାରେ ପରମେଶ୍ବର, ମୁଁ ତୁମ୍ଭର ଶରଣାଗତ ଓ ମୁଁ କବେେ ନିରାଶ ହବେ ନାହିଁ। ମାେତେ ମାରେ ଶତ୍ରୁମାନେ ଦେଖି କବେେ ହସିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପରମେଶ୍ଵର, ମୁଁ ତୁମ୍ଭଠାରେ ଶରଣ ନେଇଅଛି, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋʼ ଉପରେ ଉଲ୍ଲାସ ନ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପରମେଶ୍ୱର, ମୁଁ ତୁମ୍ଭର ଶରଣାଗତ ଓ ମୁଁ କେବେ ନିରାଶ ହେବି ନାହିଁ। ମୋତେ ମୋର ଶତ୍ରୁମାନେ ଦେଖି କେବେ ହସିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନିଏ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋʼ ଉପରେ ଉଲ୍ଲାସ ନ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନିଏ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋ’ ଉପରେ ଉଲ୍ଲାସ ନ କରନ୍ତୁ।