Psalms 25:20 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମାରେ ପ୍ରାଣ ରକ୍ଷା କର। ମୁଁ ତୁମ୍ଭ ଉପରେ ନିର୍ଭର ରଖିଛି। ତଣେୁ ମାେତେ ନିରାଶ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ପ୍ରାଣକୁ ରକ୍ଷା କର ଓ ମୋତେ ଉଦ୍ଧାର କର; ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ, କାରଣ ମୁଁ ତୁମ୍ଭଠାରେ ଶରଣ ନେଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋର ପ୍ରାଣ ରକ୍ଷା କର। ମୁଁ ତୁମ୍ଭ ଉପରେ ନିର୍ଭର ରଖିଛି। ତେଣୁ ମୋତେ ନିରାଶ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ପ୍ରାଣକୁ ରକ୍ଷା କର ଓ ମୋତେ ଉଦ୍ଧାର କର; ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ, କାରଣ ମୁଁ ତୁମ୍ଭଠାରେ ଶରଣ ନେଇଅଛି।
Odia IRV 2017 (ଓଡିଆ ବାଇବେଲ)
ମୋ’ ପ୍ରାଣକୁ ରକ୍ଷା କର ଓ ମୋତେ ଉଦ୍ଧାର କର; ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ, କାରଣ ମୁଁ ତୁମ୍ଭଠାରେ ଶରଣ ନେଇଅଛି।