Psalms 25:21 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ମହାନ୍। ମୁଁ ତୁମ୍ଭକୁ ବିଶ୍ବାସ କରେ, ତଣେୁ ମାେତେ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିଦ୍ଧତା ଓ ସରଳତା ମୋତେ ରକ୍ଷା କରୁ, କାରଣ ମୁଁ ତୁମ୍ଭର ଅନୁସରଣ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ମହାନ। ମୁଁ ତୁମ୍ଭକୁ ବିଶ୍ୱାସ କରେ, ତେଣୁ ମୋତେ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିଦ୍ଧତା ଓ ସରଳତା ମୋତେ ରକ୍ଷା କରୁ, କାରଣ ମୁଁ ତୁମ୍ଭର ଅନୁସରଣ କରେ।
Odia IRV 2017 (ଓଡିଆ ବାଇବେଲ)
ସିଦ୍ଧତା ଓ ସରଳତା ମୋତେ ରକ୍ଷା କରୁ, କାରଣ ମୁଁ ତୁମ୍ଭର ଅନୁସରଣ କରେ।