Psalms 25:22 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ଇଶ୍ରାୟେଲର ଲୋକମାନଙ୍କୁ ସମାନଙ୍କେ ଶତ୍ରୁ କବଳରୁ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ଇସ୍ରାଏଲକୁ ତାହାର ସମସ୍ତ ସଙ୍କଟରୁ ମୁକ୍ତ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଇସ୍ରାଏଲର ଲୋକମାନଙ୍କୁ ସେମାନଙ୍କ ଶତ୍ରୁ କବଳରୁ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ଇସ୍ରାଏଲକୁ ତାହାର ସମସ୍ତ ତାହାର ସମସ୍ତ ସଙ୍କଟରୁ ମୁକ୍ତ କର।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ଇସ୍ରାଏଲକୁ ତାହାର ସମସ୍ତ ତାହାର ସମସ୍ତ ସଙ୍କଟରୁ ମୁକ୍ତ କର।