Psalms 25:3 — Compare Translations

5 translations compared side by side

Odia - 1840
"ହଁ ଯେଉଁମାନେ ତୁମ୍ଭ ନିକଟରେ ଶରଣ ନିଅନ୍ତି, ସମାନେେ ନିରାଶ ହବେେ ନାହିଁ। କିନ୍ତୁ ବିଶ୍ବାସଘାତକମାନେ ନିରାଶ ହବେେ। ସମାନେେ କିଛି ପାଇବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; ଯେଉଁମାନେ ଅକାରଣରେ ବିଶ୍ଵାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ହଁ, ଯେଉଁମାନେ ତୁମ୍ଭ ନିକଟରେ ଶରଣ ନିଅନ୍ତି, ସେମାନେ ନିରାଶ ହେବେ ନାହିଁ। କିନ୍ତୁ ବିଶ୍ୱାସଘାତକମାନେ ନିରାଶ ହେବେ। ସେମାନେ କିଛି ପାଇବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; ଯେଉଁମାନେ ଅକାରଣରେ ବିଶ୍ୱାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; ଯେଉଁମାନେ ଅକାରଣରେ ବିଶ୍ୱାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ।